25.1 C
Bhubaneswar
Monday, December 8, 2025
Homeଓଡିଶାସୁସ୍ଥ ହୋଇ ହସ୍ପିଟାଲରୁ ଫେରିଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଫେରିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ସୁସ୍ଥ ହୋଇ ହସ୍ପିଟାଲରୁ ଫେରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଭଗବାନଙ୍କ ପାଖରେ ଓଡ଼ିଶାବାସୀଙ୍କ ପ୍ରାର୍ଥନା ପାଇଁ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା କହିଛନ୍ତି । ଏହାସହ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଗତ ରବିବାର ଦିନ ଡ୍ରିହାଇଡ୍ରେସନ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ନବୀନ ।ଘରୋଇ ହସ୍ପିଟାଲରେ ୪ଦିନ ଧରି ଚିକିତ୍ସା ପରେ ସୁସ୍ଥ ହୋଇ ଫେରିଛନ୍ତି ବିରୋଧୀ ଦଳ ନେତା ।  ହସପିଟାଲରୁ ବିରୋଧୀଦଳ ନେତା ଡିସଚାର୍ଜ ହେବାବେଳେ ବିଜେଡିର ନେତା ଓ କର୍ମୀ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking