14.1 C
Bhubaneswar
Sunday, December 7, 2025
Homeଓଡିଶାନବୀନ ପଟ୍ଟନାୟକ ଯାହାକୁ ଟିକେଟ ଦେବେ ସେ ଜିତିବେ: ପ୍ରମିଳା

ନବୀନ ପଟ୍ଟନାୟକ ଯାହାକୁ ଟିକେଟ ଦେବେ ସେ ଜିତିବେ: ପ୍ରମିଳା

ନୂଆପଡା: ନୂଆପଡା ଉପନିର୍ବାଚନକୁ ନେଇ ବିଜେଡିର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଦମ୍ଭୋକ୍ତି ପ୍ରକାଶ କରିଛନ୍ତି । କହିଛନ୍ତି, ୪୦ରୁ ୫୦ ହଜାର ଭୋଟରେ ଜିତିବ ବିଜେଡି । ନବୀନ ପଟ୍ଟନାୟକ ଯାହାକୁ ଟିକେଟ ଦେବେ ସେ ଜିତିବେ । ପ୍ରାର୍ଥୀ କିଏ ହେବେ ଖୁବଶୀଘ୍ର ସଭାପତି ଘୋଷଣା କରିବେ । ସୂଚନାଥାଉକି, ନଭେମ୍ବର ୧୧ରେ  ନୂଆପଡା ଉପନିର୍ବାଚନ । ଏନେଇ ସାମ୍ବାଦିକ ସମ୍ମିଳନୀ କରି ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର । ନଭେମ୍ବର ୧୪ ତାରିଖରେ ଭୋଟଗଣତି । ନୂଆପଡା ପାଇଁ ୧୩ ଅକ୍ଟୋବରରେ ବିଜ୍ଞପ୍ତି ପ୍ରକାଶ ପାଇବ । ୨୦ ଅକ୍ଟୋବରରେ ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ରହିଛି । ୨୨ ଅକ୍ଟୋବରରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ । ୨୪ ତାରିଖ ପ୍ରାର୍ଥୀପ୍ରତ୍ୟାହାରର ଶେଷ ତାରିଖ । ତେବେ ନୂଆପଡା ଉପନିର୍ବାଚନରେ କେଉଁ ଦଳ ବାଜିମାତ ମାରିବ । କହାର ପଲ୍ଲା ଭାରି ହେବ ତାକୁ ନେଇ ଲୋକଙ୍କ ନଜର ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking