ମୁଖ୍ୟମନ୍ତ୍ରୀଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ହେଉଛନ୍ତି ଓଡ଼ିଆ ଜାତିର ମୁରବୀ । ଆମ ବିଶ୍ୱାସର କେନ୍ଦ୍ରବିନ୍ଦୁ ଓ ପ୍ରତୀକ । ପହଣ୍ଡି ବେଳେ ଅଘଟଣ ଶ୍ରଦ୍ଧାଳୁଙ୍କୁ ବ୍ୟଥିତ କରିଛି । ସ୍ପର୍ଶକାତର ମାମଲାରେ ମନ୍ତ୍ରୀ ହାଲୁକା ମନ୍ତବ୍ୟ ଦେଲେ । ଭକ୍ତର ଭାବାବେଗକୁ ଆଘାତ ଦେଇଛନ୍ତି । ମୁଁ ମଧ୍ୟ ଏଥିରେ ଅତ୍ୟନ୍ତ ମର୍ମାହତ । ଚାରାମାଳରୁ ବଡଠାକୁର ମୁହଁ ମାଡି ହୋଇ ପଡିଯିବା ଅତି … Continue reading ମୁଖ୍ୟମନ୍ତ୍ରୀଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଚିଠି