ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କ ସଫଳତାର ଅସ୍ତ୍ରୋପଚାର ସମ୍ପନ୍ନ ହୋଇଛି । ସର୍ଭାଇକାଲ ଆର୍ଥାରାଇଟ୍ସର ସଫଳ ଅସ୍ତ୍ରୋପଚାର କରାଯାଇଛି । କୋକିଳା ବେନ ଧୀରୁଭାଇ ଆମ୍ବାନୀ ହସ୍ପିଟାଲରେ ଅସ୍ତ୍ରୋପଚାର କରାଯାଇଥିଲା । ଦୁଇ ଦିନ ପାଇଁ ଅବଜରଭେସନରେ ରହିବେ ନବୀନ । ଏନେଇ ସୂଚନା ଦେଇଛନ୍ତି ଡାକ୍ତର ରମାକାନ୍ତ ପଣ୍ଡା ।










