33.1 C
Bhubaneswar
Thursday, April 25, 2024
Homeଓଡିଶାଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ

ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ

ଭୁବନେଶ୍ୱର : ଆଜି ଉପନିର୍ବାଚନ ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଆଜିଠୁ ୨ ଦିନିଆ ଭର୍ଚୁଆଲ ପ୍ରଚାର ଆରମ୍ଭ କରିବେ ନବୀନ । ଆଜି ତିର୍ତ୍ତୋଲରେ ଓ କାଲି ବାଲେଶ୍ୱରରେ ଭର୍ଚୁଆଲ ପ୍ରଚାର କରିବେ ବିଜେଡି ସୁପ୍ରିମୋ । ନବୀନ ନିବାସରୁ ଡିଜିଟାଲ ମାଧ୍ୟମରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ନବୀନ ଭୋଟ୍ ମାଗିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking