27.1 C
Bhubaneswar
Saturday, July 27, 2024
Homeଓଡିଶାପୋପ୍ ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ପୋପ୍ ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ରୋମ: ପୋପ୍ ଫ୍ରାନସିସ ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭାଟ୍ଟିକାନ ସିଟିରେ ପୋପ ଫ୍ରାନସିସ ଙ୍କୁ ଭେଟିଲେ ନବୀନ ପଟ୍ଟନାୟକ ।ରୋମ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପୋପଙ୍କୁ ଭେଟିଛନ୍ତି । ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ସାକ୍ଷାତ କରିଛନ୍ତି ନବୀନ । ରୋମ୍ ସହିତ ଓଡ଼ିଶାର ରହିଛି ସାଂସ୍କୃତିକ ଓ ଐତିହ୍ୟର ସାମଞ୍ଜସ୍ୟ ।ଇଟାଲି, ଗ୍ରୀସ୍ ସମେତ ୟୁରୋପରେ ଥିବା ପ୍ରବାସୀ ଓଡ଼ିଆଙ୍କୁ ଭେଟି ରାଜ୍ୟର ବିକାଶରେ ସହଯୋଗର ଆହ୍ବାନ ଦେବେ ମୁଖ୍ୟମନ୍ତ୍ରୀ । ରାଜ୍ୟର ସଂସ୍କୃତି ଓ କଳାର ବିକାଶରେ ସେମାନଙ୍କ ଅବଦାନ ନେଇ ଆଲୋଚନା କରିବେ ।

‘ଓଡିଶାକୁ ଭଲ ପାଇବାର ସର୍ବଶ୍ରେଷ୍ଠ ଉଦାହରଣ’

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking