15.1 C
Bhubaneswar
Saturday, December 6, 2025
Homeଓଡିଶାନୂଆପଡାରେ ପ୍ରଚାର କରିବେ ନବୀନ

ନୂଆପଡାରେ ପ୍ରଚାର କରିବେ ନବୀନ

ନୂଆପଡା: ନୂଆପଡା ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏନେଇ ନୂଆପଡା ଏନଏସି ଚେୟାରମ୍ୟାନ ମହମ୍ମଦ ଆଦମ ସୂଚନା ଦେଇଛନ୍ତି । ନବୀନ ପଟ୍ଟନାୟକଙ୍କୁ ଭେଟିବା ପରେ   ମହମ୍ମଦ ଆଦମ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି, ନବୀନ ନୀବାସ ଯାଇ ନବୀନଙ୍କ ସହ ଆଲୋଚନା କରିଛନ୍ତି ।  ସୂଚନାଥାଉକି, କଂଗ୍ରେସ, ବିଜେପି ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେଡି ଏଯାଏଁ ପ୍ରାର୍ଥୀ ଘୋଷଣା କରିନାହିଁ । ତେବେ  କାହାକୁ କରିବ ବିଜେଡି ପ୍ରାର୍ଥୀ ତାହା ଉପରେ ସମସ୍ତଙ୍କ ନଜର ରହିଛି । ନୂଆପଡାରେ କେଉଁ ଦଳ ବାଜିମାତ ମାରିବ ତାହାକୁ ମଧ୍ୟ ଅପେକ୍ଷା କରିଛନ୍ତି ଜନତା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking