28.1 C
Bhubaneswar
Thursday, July 17, 2025
Homeଓଡିଶାଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ

ଭୁବନେଶ୍ୱର: ଚିକିତ୍ସା ପାଇଁ ମୁମ୍ବାଇ ଯିବେ ବିଜେଡି ସୁପ୍ରିମ ନବୀନ ପଟ୍ଟନାୟକ । ୨୨ରେ ମୁମ୍ବାଇର କୋକିଲା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ ଯିବେ । ସର୍ଭାଇକାଲ ଆର୍ଥ୍ରାଇଟିସ ଚିକିତ୍ସା ପାଇଁ ଯିବେ ଲେଖି ଜଣାଇଛନ୍ତି । ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇରେ ପରୀକ୍ଷା କରିବେ । ପ୍ରଭୁ ଜଗନ୍ନାଥଙ୍କ ଆର୍ଶୀର୍ବାଦ, ଓଡିଆ ଭାଇଭଉଣୀଙ୍କ ଶୁଭକାମନା ଚାହୁଁଛି । ଶୀଘ୍ର ଫେରି ସମସ୍ତଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି । ଏନେଇ ଏକ୍ସରେ ଲେଖି ନିଜେ ସୂଚନା ଦେଲେ ନବୀନ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking