ଭୁବନେଶ୍ୱର: ଅକ୍ଟୋବର ୧୬ ଜନ୍ମଦିନରେ ପଦଯାତ୍ରାକୁ ଓହ୍ଲାଇବେ ନବୀନ ପଟ୍ଟନାୟକ । ଭୁବନେଶ୍ୱର ଗଙ୍ଗନଗର ୱାର୍ଡ ନଂ ୫୨ରେ ଜନସଂପର୍କ ପଦଯାତ୍ରା କରିବେ । ଏନେଇ ଭୁବନନେଶ୍ୱର ଜିଲ୍ଲା ବିଜେଡି ସଭାପତି ଅଶୋକ ପଣ୍ଡା ସୂଚନା ଦେଇଛନ୍ତି । ଏସଏଏସ ଭିଲେଜ ଯାଇ ମିଷ୍ଟାନ୍ନ ବଣ୍ଟନ କରିବେ, କର୍ମୀ ଶୁଭେଚ୍ଛା ଜଣାଇବେ ।










