ଭୁବନେଶ୍ୱର: ବିଧାୟକ, ମନ୍ତ୍ରୀଙ୍କ ଦରମା ବୃଦ୍ଧି ପ୍ରସଙ୍ଗ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବର୍ଦ୍ଧିତ ଦରମାକୁ ଗରିବଙ୍କୁ ଦାନ କରିବେ ନବୀନ ପଟ୍ଟନାୟକ। ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ନବୀନ ଲେଖିଛନ୍ତି ଯେ ଗରିବ ଲୋକଙ୍କ ବିକାଶ ପାଇଁ ଖର୍ଚ୍ଚ ହେଉ ମୋ ଟଙ୍କା। ଗତ ୨୫ ବର୍ଷରୁ ଅଧିକ ସମୟ ଧରି ମୁଁ ଓଡ଼ିଶାବାସୀଙ୍କ ପ୍ରେମ, ସ୍ନେହ ଏବଂ ସମର୍ଥନରେ ଆଶୀର୍ବାଦ ପାଇଛି। ମୁଁ ଓଡ଼ିଶାବାସୀଙ୍କ ପ୍ରତି, … Continue reading ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି
Copy and paste this URL into your WordPress site to embed
Copy and paste this code into your site to embed