ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଆଜି ୮ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା
ଭୁବନେଶ୍ୱର: ଧାନକିଣା ଅବ୍ୟବସ୍ଥା, ଯାନବାହନ ପ୍ରଦୂଷଣ ସାର୍ଟିଫିକେଟ ଆଳରେ ମାତ୍ରାଧିକ ତଣ୍ଡ ଆଦାୟ, ଟାଟା କମ୍ପାନିର ମନମାନି ବିରୋଧରେ ଆଜି ଓଡିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ । ଆଜି ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ୮ ଘଣ୍ଟିଆ ରାଜ୍ୟବ୍ୟାପୀ ଆନ୍ଦୋଳନ ଜାରି ରହିଛି । ଏହି ବନ୍ଦ ଡାକରାକୁ ରାଜ୍ୟ କଂଗ୍ରେସ, ବାମ ଦଳ ଓ ବିଭିନ୍ନ ସାମାଜିକ ସଂଗଠନ ସମର୍ଥନ ଜଣାଇଛନ୍ତି । ବିଜେଡି ଏହାକୁ ସ୍ୱାଗଥ କରିଥିଲେ … Continue reading ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଆଜି ୮ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା
Copy and paste this URL into your WordPress site to embed
Copy and paste this code into your site to embed