ନୂଆଦିଲ୍ଲୀ: ନିଟ୍-ପିଜି କାଉନସେଲିଂ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ଥଗିତ ରଖିବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । OBC ଓ EWC ପାଇଁ ସଂରକ୍ଷଣ ବୈଧତାକୁ ନେଇ ପ୍ରଶ୍ନ କରାଯାଇଛି । ସର୍ବଭାରତୀୟ କୋଟାରେ ସଂରକ୍ଷଣ ନେଇ ସରକାର ନିଷ୍ପତ୍ତି ଦେଇଥିଲେ । ସଂରକ୍ଷଣ ବୈଧତା ନେଇ କୋର୍ଟଙ୍କ ନିଷ୍ପତ୍ତିକୁ ଅପେକ୍ଷା ପାଇଁ ସୁପ୍ରିମକୋର୍ଟ କହିଛନ୍ତି।