28.1 C
Bhubaneswar
Saturday, April 27, 2024
Homeଓଡିଶାଆଜି ପ୍ରକାଶ ପାଇବ ନିଟ୍ ରେଜଲ୍ଟ

ଆଜି ପ୍ରକାଶ ପାଇବ ନିଟ୍ ରେଜଲ୍ଟ

ଭୁବନେଶ୍ୱର : ଆଜି ପ୍ରକାଶ ପାଇବ ମେଡିକାଲ ପ୍ରବେଶିକା ପରୀକ୍ଷା ଫଳ । ntaneet.nic.inରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଫଳ ଦେଖିପାରିବେ । ରାଜ୍ୟରୁ ଏଥର ୩୭ ହଜାରରରୁ ଅଧିକ ପରୀକ୍ଷାର୍ଥୀ ନିଟ୍ ପରୀକ୍ଷା ଦେଇଥିଲେ । ସାରା ଦେଶରୁ ୧୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ନିଟ୍ ପରୀକ୍ଷା ଦେଇଥିବା ଜଣାପଡିଛି । ଚଳିତ ଥର କରୋନା କଟକଣା ମଧ୍ୟରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଏଥିପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା ମଧ୍ୟ କରାଯାଇଥିଲା । ରହିବା ଖାଇବା ଯିବା ଆସିବାର ସବୁ ବ୍ୟବସ୍ଥା କରିଥିଲେ ସରକାର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking