28.1 C
Bhubaneswar
Tuesday, May 21, 2024
Homeଓଡିଶାନେତାଜୀ ସଂଗ୍ରହାଳୟ ବୁଲି ଦେଖିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନେତାଜୀ ସଂଗ୍ରହାଳୟ ବୁଲି ଦେଖିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ: ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମ ଆଜି କଟକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ତେବେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପୂର୍ବରୁ କଟକର ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି ରାଷ୍ଟ୍ରପତି । ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ସହ ଗସ୍ତ ଆରମ୍ଭ କରିଛନ୍ତି ରାଷ୍ଟ୍ରପତି ।

କଟକରେ ଥିବା ନେତାଜୀ ସଂଗ୍ରହାଳୟକୁ ଯିବା ସହ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି । ଏହାସହ ନେତାଜୀଙ୍କ ସ୍ମ୍ମୃତି ସହ ଜଡିତ ସଂଗ୍ରହାଳୟ ବୁଲି ଦେଖିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସଂଗ୍ରହାଳୟ ବୁଲି ଦେଖିବା ପରେ ଏବେ କଟକ ଇନଡୋର ଷ୍ଟାଡିୟମରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ । ହାଇକୋର୍ଟର ୭୫ତମ ପୂର୍ତ୍ତି ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking