33.1 C
Bhubaneswar
Sunday, June 26, 2022
Homeଓଡିଶାହଜିଗଲା ମାନବିକତା: ନବଜାତ ଶିଶୁକୁ ବୁଦା ମୂଳରେ ଫିଙ୍ଗି ଚାଲିଗଲେ ମା’-ବାପା

ହଜିଗଲା ମାନବିକତା: ନବଜାତ ଶିଶୁକୁ ବୁଦା ମୂଳରେ ଫିଙ୍ଗି ଚାଲିଗଲେ ମା’-ବାପା

ବାଲେଶ୍ୱର : ହଜିଗଲା ମାନବିକତା । ମା’-ବାପା ପରିବାର କାହାରି ହୃଦୟରେ ଦୟା ଆସିଲାନି । ଦିବ୍ୟାଙ୍ଗ ନବ ଜାତ ଶିଶୁ ପୁତ୍ରକୁ ନିଛାଟିଆ ରେଳଲାଇନ କଣ୍ଟା ବୁଦା ମୂଳରେ ଫିଙ୍ଗି ଚାଲିଗଲେ । ନବଜାତ ଦିବ୍ୟାଙ୍ଗ ଶିଶୁର ଦୁଇ ଗୋଡ଼ ଓ ଗୋଟିଏ ହାତ ନାହିଁ । ସୋର ପୌରପାଳିକା ମୋବାରକପୁର ଗ୍ରାମର ବାସନ୍ତୀ ବିନ୍ଧାଣି ହାଣ୍ଡିଆ ବିକ୍ରୀ କରୁଥିବା ବେଳେ ଦିବ୍ୟାଙ୍ଗ ନବଜାତ ଶିଶୁ କାନ୍ଦ ଶୁଣି ନିକଟକୁ ଯାଇ ଶିଶୁଟିକୁ ଉଦ୍ଧାର କରି ନିକଟସ୍ଥ ଜୈନିକ ବ୍ୟକ୍ତିଙ୍କ ଘରେ କ୍ଷୀର ପିଆଇ ଶିଶୁଟିକୁ ନେଇଆସି ଘରେ ରଖିଛନ୍ତି । ଶିଶୁକୁ ଉଦ୍ଧାର କରାଯାଇ ସୁରକ୍ଷିତ ସ୍ଥାନରେ ରଖିବା ପାଇଁ ଦାବି ହେଉଛି ।

ଟ୍ରକ୍ ଆଗରେ ଯୁବକଙ୍କୁ ବାନ୍ଧି ଭିଡିଓ ଭାଇରାଲ ଘଟଣା : ନିଜ ଆଡ଼ୁ ମାମଲା ରୁଜୁ କଲେ ଓଏଚ୍ଆରସି

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking