26.1 C
Bhubaneswar
Sunday, December 7, 2025
Homeଦେଶ ବିଦେଶଦାୟିତ୍ୱ ନେଲେ  ନୂଆ ସିଇସି

ଦାୟିତ୍ୱ ନେଲେ  ନୂଆ ସିଇସି

ନୂଆଦିଲ୍ଲୀ : ଦାୟିତ୍ୱ ନେଲେ ନୂଆ ମୁଖ୍ୟ ନିର୍ୱାଚନ କମିଶନର । କାଯ୍ୟଭାର ସମ୍ଭାଳିଲେ ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାର । ୨୦୧୯ ଜାନୁଆରୀ ୨୬ରେ ଜ୍ଞାନେଶଙ୍କ କାଯ୍ୟକାଳ ସରିବ । ଗତକାଲି ସିଇସି ପଦରୁ ଅବସର ନେଇଛନ୍ତି  ରାଜୀବ କୁମାର । ଜ୍ଞାନେଶ କୁମାର ଦେଶର ନଆ ମୁଖ୍ୟ ନିର୍ବାଚନ କମିଶନର ନିଯୁକ୍ତ । ସେ ବର୍ତ୍ତମାନ ମୁଖ୍ୟ ନିର୍ବାଚନ କମିଶନର ଥିବା ରାଜୀବ କୁମାରଙ୍କ ସ୍ଥାନ ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵାଧୀନ ଚୟନ ବୈଠକରେ ମୁଖ୍ୟ ନିର୍ବାଚନ କମିଶନର ଭାବରେ ଜ୍ଞାନେଶ କୁମାରଙ୍କ ନାଁ ଉପରେ ମୋହର ବାଜିଛି । ନିଯୁକ୍ତିକୁ ନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୮୮ ବ୍ୟାଚର କେରଳ କ୍ୟାଡର ଆଇଏଏସ ହେଉଛନ୍ତି ଜ୍ଞାନେଶ କୁମାର । ଏନେଇ ଆଇନ ଏବଂ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking