28.1 C
Bhubaneswar
Friday, April 26, 2024
Homeକରୋନାଦିନକରେ ୬୬ ହଜାର ୯୯୯ ନୂଆ ଆକ୍ରାନ୍ତ ଚିହ୍ନଟ

ଦିନକରେ ୬୬ ହଜାର ୯୯୯ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪୭ ହଜାର ୩୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୪୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୬୬ ହଜାର ୯୯୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ଲକ୍ଷ ୯୬ ହଜାର ୬୩୭କୁ ବୃଦ୍ଧି ପାଇଛି ।
ଅନ୍ୟପଟେ ଦେଶରେ ୬ ଲକ୍ଷ ୫୩ ହଜାର ୬୨୨ ଜଣ ଚିକିତ୍ସିତ ହେଉଥିବା ବେଳେ ୧୬ ଲକ୍ଷ ୯୫ ହଜାର ୯୮୨ ଜଣ ସୁସ୍ଥ ହୋଇସାରିଛନ୍ତି । ଦେଶରେ କୋରୋନା ଆରୋଗ୍ୟ ହାର ୭୦.୭୭% ରହିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking