18.1 C
Bhubaneswar
Thursday, December 18, 2025
Homeଓଡିଶାନନ୍ଦନକାନନରେ ନୂଆ ଅତିଥି: ଗୟଳ ଶାବକ ଜନ୍ମ

ନନ୍ଦନକାନନରେ ନୂଆ ଅତିଥି: ଗୟଳ ଶାବକ ଜନ୍ମ

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀଉଦ୍ୟାନର ୪୨ ନମ୍ବର ଏନ୍‌କ୍ଲୋଜରରେ ରହୁଥିବା ଗୟଳ ବୁଧବାର ସନ୍ଧ୍ୟାରେ ଏକ ଛୁଆକୁ ଜନ୍ମ ଦେଇଛି। ୨୦୨୪ ଜୁନ୍‌ ୫ରେ ଗୟଳ ଶେଷ ଥରପାଇଁ ଜନ୍ମ ଦେଇଥିଲା। ଏହି ନବଜାତ ଛୁଆର ବାପା ଏବଂ ମା’ ଉଭୟ ନନ୍ଦନକାନନରେ ଜନ୍ମଗ୍ରହଣ କରିଥିଲେ। ନଭେମ୍ବର ୨୦୨୪ରେ ଏମାନଙ୍କ ମିଳନ ହୋଇଥିଲା। ଏହି ନବଜାତକର ଜନ୍ମପରେ ଚିଡ଼ିଆଖାନାରେ ମୋଟ୍‌ ଗୟଳସଂଖ୍ୟା ୭ରେ ପହଞ୍ଚିଛି। ସେଥିମଧ୍ୟରୁ ୩ ପୁରୁଷ, ୩ ମାଈ ଏବଂ ୧ ଛୁଆ ଥିବାର ଜଣାପଡ଼ିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking