27.1 C
Bhubaneswar
Friday, May 23, 2025
Homeଓଡିଶାଚାଷୀଙ୍କୁ ନୂଆଁଖାଇ ଭେଟି: ଆଜି ଆକାଉଣ୍ଟକୁ ଯିବ କାଳିଆ ଟଙ୍କା

ଚାଷୀଙ୍କୁ ନୂଆଁଖାଇ ଭେଟି: ଆଜି ଆକାଉଣ୍ଟକୁ ଯିବ କାଳିଆ ଟଙ୍କା

ଭୁବନେଶ୍ୱର: ଚାଷୀଙ୍କୁ ନୂଆଁଖାଇ ଭେଟି । ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ କାଳିଆ ଟଙ୍କା । ପବିତ୍ର ନୂଆଖାଇ ଅବସରରେ ରବି ଫସଲ ପାଇଁ ଚାଷୀ ଭାଇ ଭଉଣୀଙ୍କୁ ଏବର୍ଷର କାଳିଆ ସହାୟତା ପ୍ରଦାନ କରାଯିବ । ଆଜି ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

୯୦୦ କୋଟି ଟଙ୍କାର ସହାୟତା ରାଶି ଦିଆଯିବ । ଡିବିଟି ମାଧ୍ୟମରେ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ଉପକୃତ ହେବେ ୪୪ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଓ ଭୂମିହୀନ କୃଷକ ପରିବାର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking