28.1 C
Bhubaneswar
Wednesday, April 24, 2024
Homeବ୍ରେକୀଙ୍ଗଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନୂଆ ନାମ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନୂଆ ନାମ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ

ବାରିପଦା : ବାରିପଦା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ କରାଯାଇ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ରଖାଯାଇଛି । ସମଗ୍ର ଓଡ଼ିଶା ପାଇଁ ରାମଚନ୍ଦ୍ର ଭଞ୍ଜଦେଓ ଙ୍କ ଅବଦାନକୁ ଦୃଷ୍ଟିରେ ରଖି ଏହି ପ୍ରସ୍ତାବ ପୂର୍ବରୁ ଦିଆଯାଇଥିଲା । ତେବେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ସୀକୃତି ପ୍ରଦାନ କରିଛନ୍ତି । ଏହା ସହିତ ବିଶ୍ୱବିଦ୍ୟଳୟର ପାଠାଗାର ନିର୍ମାଣ ଓ ଅଧିକ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ଅନୂମତି ଦେଇଛନ୍ତି । ତେବେ ଜିଲ୍ଲାବାସୀ ମହାରାଜାଙ୍କ ୧୫୦ ତମ ଜୟନ୍ତୀ ପାଳନ କରୁଥିବା ଅବସରରେ ଏହି ଘୋଷଣା କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking