ଭୁବନେଶ୍ୱର: ନଭେମ୍ବରରୁ ନୂଆ ରାସନ କାର୍ଡ ନେଇ ସୂଚନା ଦେଲେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ନଭେମ୍ବରରୁ ନୂଆ ରାଶନ କାର୍ଡ ପାଇବେ ହିତାଧିକାରୀମାନେ । ୧୦ ଲକ୍ଷ ଆବେଦନକାରୀଙ୍କ ଆବେଦନ ଯାଞ୍ଚ କରି କାର୍ଡ ଦିଆଯିବ । ଇକେୱାଇସ ପ୍ରକ୍ରିୟା ଶେଷ ହେଲେ ଅଯୋଗ୍ୟ ହିତାଧିକାରୀ ଜଣାପଡିବେ ସୂଚନା ଦେଲେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।