ଭୁବନେଶ୍ୱର: ପ୍ରଫେସର ଜଜେ୍ଞଶ୍ୱର ଉତ୍କଳ ବିଶ୍ୱବିଦ୍ୟାଳୟର ନୂଆ ଭାରପ୍ରାପ୍ତ ଭିସି । ଉତ୍କଳ ବିଶ୍ୱ ବିଦ୍ୟାଳୟ ବାୟୋଟେକ୍ନୋଲୋଜି ବିଭାଗ ଦାୟିତ୍ୱରେ ଅଛନ୍ତି । ପରବର୍ତ୍ତୀ ନିର୍ଦ୍ଦେଶନାମା ଯାଏ ଦାୟିତ୍ୱରେ ରହିବେ । ଏନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।