23.1 C
Bhubaneswar
Sunday, March 22, 2026
Homeଓଡିଶାପ୍ରଦେଶ ଯୁବ କଂଗ୍ରେସର ନୂତନ କର୍ମକର୍ତ୍ତା ଘୋଷିତ

ପ୍ରଦେଶ ଯୁବ କଂଗ୍ରେସର ନୂତନ କର୍ମକର୍ତ୍ତା ଘୋଷିତ

ଭୁବନେଶ୍ଵର: ଅତ୍କଳ ଭାରତୀୟ ଯୁବ କଂଗ୍ରେସର ରାଷ୍ଟ୍ରୀୟ ସଭାପତି ଶ୍ରୀ ଉଦୟ ଭାନୁଚିବ ଶ୍ରୀ ରଣଜିତ ପାତ୍ରଙ୍କୁ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସର ନୂତନ ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି। ସେହିଭଳି କାର୍ଯ୍ୟକାରୀ ସଭାପତି ଭାବେ କୃଷ୍ଣ ଚନ୍ଦ୍ର ମହାନ୍ତି ଏବଂ ଗଣେଶ କୁମାର ସାହୁ ନିଯୁକ୍ତି ପାଇଛନ୍ତି। ଉପସଭାପତି ଭାବରେ ରୁକ୍‌ମଣୀ ମଙ୍ଗରାଜ ଏବଂ ନାରାୟଣ ବାରିକ ନିଯୁକ୍ତି ପାଇଛନ୍ତି। ସେହିଭଳି ସାଧାରଣ ସମ୍ପାଦକ ଭାବେ ନିହାର ରଞ୍ଜନ ବେହେରା, ଅଙ୍କିତ ସଂଘାଇ, ନଳିନୀକାନ୍ତ ନାୟକ, ଗୋପନ ମାର୍ଥା, ଅଭିଜିତ ଜେନା, ଚିନ୍ମୟ କୁମାର ହୋତା, ରାକେଶ କୁମାର ସାହୁ, ମନ୍ଦାକିନୀ ବଣୁଆ, ଶିବ କୁମାର ଅଗ୍ରୱାଲ, ଜ୍ଞାନ ରଞ୍ଜନ ରାଉତ, ସୁଦୀପ ସାମଲ, ସୁରଜ କୁମାର ବେହେରା, ସ୍ମୃତି ରଞ୍ଜନ ମହାନ୍ତି, ବେଣୁପାଣି ଦୁର୍ଗା, ଜୟପ୍ରକାଶ ବାଦୀ, ସତ୍ୟବ୍ରତ ଜେନା, କେଦାର ଦଳାଇ, କାର୍ତିକ ଘଡ଼ାଇ, ସୁବ୍ରତ କୁମାର ବେହେରା, ଅମିତ କୁମାର କୁଅଁର, ସୃଜନିକା ରାଉତ, ରିନା ରାୟ, ରୋଶ୍ମି ଦୀପକ, ବନିତା ଦାସ, ଝିଲ୍ଲି ପ୍ରଧାନ, ସୋନୁ ଶ୍ରୀବାସ୍ତବ, ସେକ ଜାଭେଦ ଅକ୍ତର, ଇମତାଜ ଖାନ ନିଯୁକ୍ତି ପାଇଛନ୍ତି। ସେହିପରି ସମ୍ପାଦକ ଭାବେ ପ୍ରେମଜିତ ମହାନ୍ତି, ନିଳକିଶୋର ଲେଙ୍କା, ହିଂମାଶୁ ଭୂଷଣ ନାୟକ, ସାହାରୁଖ ଖାନ, ପିନାକୀ ନାରାୟଣ ଦାସ, ନିଳାଚଳ ମହାନନ୍ଦ, ବିଶ୍ଵଜିତ ଲେଙ୍କା, ଅଲେଖ କୁମାର ବେଉରା, ପ୍ରତିକ ମହାପାତ୍ର ନିଯୁକ୍ତ ପାଇଛନ୍ତି । ରାଜ୍ୟ ଲିଗାଲ ସେଲର ଅଧ୍ୟକ୍ଷ ଭାବରେ ପ୍ରଦୀପ କୁମାର ସାହୁ ନିଯୁକ୍ତି ପାଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking