26.1 C
Bhubaneswar
Friday, July 4, 2025
Homeଓଡିଶାଆଜି ଶପଥ ନେଲେ ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ

ଆଜି ଶପଥ ନେଲେ ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ

ଭୁବନେଶ୍ବର: ଆଜି ଶପଥ ନେଲେ ଝାରସୁଗୁଡ଼ାର ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ ।  ଉପ ବାଚସ୍ପତି ରଜନୀକାନ୍ତ ସିଂ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।

ଗତକାଲି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ନେଇଥିଲେ ଦୀପାଳି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦୀପାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ଝାରସୁଗୁଡ଼ାର ଲୋକମାନଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ସମର୍ପିତ ଭାବେ କାର୍ଯ୍ୟ କରିବାକୁ ଦୀପାଳିଙ୍କୁ ପରାମର୍ଶ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking