ଆଜି ଶପଥ ନେଲେ ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ
ଭୁବନେଶ୍ବର: ଆଜି ଶପଥ ନେଲେ ଝାରସୁଗୁଡ଼ାର ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ । ଉପ ବାଚସ୍ପତି ରଜନୀକାନ୍ତ ସିଂ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଗତକାଲି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ନେଇଥିଲେ ଦୀପାଳି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦୀପାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ଝାରସୁଗୁଡ଼ାର ଲୋକମାନଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ସମର୍ପିତ ଭାବେ କାର୍ଯ୍ୟ କରିବାକୁ ଦୀପାଳିଙ୍କୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ … Continue reading ଆଜି ଶପଥ ନେଲେ ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ
Copy and paste this URL into your WordPress site to embed
Copy and paste this code into your site to embed