ଭୁବନେଶ୍ୱର: କିଟ୍ରେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାରେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ । ୪ ସପ୍ତାହରେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ । କିଟ୍ ବିଶ୍ୱବିଦ୍ୟାଳୟ କର୍ତ୍ତୁପକ୍ଷଙ୍କୁ ଦାୟୀ କଲେ ଏନ୍ଏଚ୍ଆର୍ସି । କହିଲେ କିଟ୍ କର୍ତ୍ତୁପକ୍ଷଙ୍କ ଅବହେଳାରୁ ଛାତ୍ରୀ ମୃତ୍ୟୁ ଘଟିଲା । ଘଟଣାକୁ ହାଲୁକା ଭାବେ ନେଇଥିଲେ କର୍ତ୍ତୁପକ୍ଷ । ଘଟଣାର ତଦନ୍ତ କରିଥିଲେ ୨ ଜଣିଆ ଏନ୍ଏଚ୍ଆର୍ସି ଟିମ୍ ।