33.1 C
Bhubaneswar
Saturday, March 28, 2026
Homeଓଡିଶାହାଇସ୍କୁଲରେ ରାତ୍ରି ଜଗୁଆଳିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ହାଇସ୍କୁଲରେ ରାତ୍ରି ଜଗୁଆଳିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: କଟକ ଚୌଦ୍ଵାରରେ ଅଭାବନୀୟ ଘଟଣା ଘଟିଛି। ଓଟିଏମ୍ ହାଇସ୍କୁଲ ପରିସରରୁ ରାତ୍ରି ଜଗୁଆଳିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଓଟିଏମ୍ ହାଇସ୍କୁଲରେ ରାତ୍ରି ଜଗୁଆଳି ଭାବେ କାମ କରୁଥିବା ଜଣାପଡିଚି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନାହିଁ। ଖବର ପାଇ ସ୍ଥାନୀୟ ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ସେପଟେ ଘଟଣାରେ ନିରପେକ୍ଷ ତଦନ୍ତ ଦାବି କରିଛନ୍ତି ମୃତକଙ୍କ ପରିବାର ଲୋକ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking