ପଦ୍ମ ଛାଡ଼ି ଶଙ୍ଖ ଫୁଙ୍କିଲେ ସୁକାନ୍ତ ନାୟକ

ଭୁବନେଶ୍ୱର: ପଦ୍ମ ଛାଡ଼ି ଶଙ୍ଖ ଫୁଙ୍କିଛନ୍ତି ନୀଳଗିରି ବିଧାୟକ ସୁକାନ୍ତ ନାୟକ । ରବିବାର ଶଙ୍ଖଭବନରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଶ୍ରୀ ନାୟକ ନିଜ ସମର୍ଥକଙ୍କ ସହ ବିଜେଡିରେ ବିଧିବଦ୍ଧଭାବେ ସାମିଲ ହୋଇଛନ୍ତି । ବିଜେଡିରେ ଯୋଗ ଦେବା ପରେ ସୁକାନ୍ତ କହିଛନ୍ତି, ଆମେ ଆରମ୍ଭରୁ ବିଜୁ ବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ । କିନ୍ତୁ ଅଭିମାନରେ ୨୦୧୯ରେ ବିଜେଡି ଛାଡିଥିଲୁ । ଯେଉଁ ଦଳରେ ଯୋଗ ଦେଇଥିଲୁ ସେ ଦଳରେ ଆମ କର୍ମୀଙ୍କୁ ଗୁରୁତ୍ୱ ଦିଆଗଲାନି … Continue reading ପଦ୍ମ ଛାଡ଼ି ଶଙ୍ଖ ଫୁଙ୍କିଲେ ସୁକାନ୍ତ ନାୟକ