27.1 C
Bhubaneswar
Wednesday, November 20, 2024
Homeଓଡିଶାନିରାମୟ :  ଖୋଲା ନରହିଲେ କାର୍ଯ୍ୟାନୁଷ୍ଠାନ

ନିରାମୟ :  ଖୋଲା ନରହିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ସରକାରୀ ହସ୍ପିଟାଲରେ  ରୋଗୀଙ୍କ ପାଇଁ ୨୪ ଘଣ୍ଟା ଖୋଲା ରହିବ   ନିରାମୟ ଔଷଧ କେନ୍ଦ୍ର । ଏଥିରେ ଖିଲାପ ହେଲେ କଡା କାର୍ଯ୍ୟାନୁଷ୍ଠାନ ହେବ । ଏଭଳି କହିଛନ୍ତି, ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଏହାର ଯେପରି ଖିଲାପ ନ ହୁଏ, ସେଥିପାଇଁ ସ୍କ୍ୱାର୍ଡ ଗଠନ କଲା ସାଧାରଣ ଉଦ୍ୟୋଗ ବିଭାଗ । ଅଧିକାରୀ ଅଚାନକ ନିରାମୟ ପରିଦର୍ଶନ କରିବେ । ନିରାମୟ ଖୋଲା ନଥିଲେ ନିଆଯିବ କାର‌୍ୟ୍ୟାନୁଷ୍ଠାନ । ଔଷଧ ନିଗମର ସମୀକ୍ଷା ବୈଠକର ଏହି ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର । ଔଷଧ ନିଗମର ଔଷଧ ଠିକଭାବେ ନିରାମୟକୁ ପହଞ୍ଚୁଛି କି ନାହିଁ , ନିରାମୟରେ ଯଥେଷ୍ଟ ଔଷଧ ଅଛି ନା ନାହଁ, ସେ ନେଇ ବୈଠକରେ ଆଲୋଚନା ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking