ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ମା’ ନିର୍ମଳପ୍ରଭା ନାୟକଙ୍କ ପରଲୋକ

ଭୁବନେଶ୍ୱର : ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ମା’ ତଥା ବିଶିଷ୍ଟ ସାରସ୍ୱତ ସାଧିକା ଶ୍ରୀମତୀ ନିର୍ମଳପ୍ରଭା ନାୟକଙ୍କର ସୋମବାର ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି । ତାଙ୍କ ମୃତ୍ୟୁରେ ସାହିତ୍ୟ, ରାଜନୀତି ଓ ସମାଜସେବା ସହ ଜଡିତ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି । ଶ୍ରୀମତୀ ନାୟକ ପାଟକୁରା ଗାନ୍ଧୀ ଭାବେ ପରିଚିତ ରାଜକିଶୋର ନାୟକଙ୍କର ପତ୍ନୀ ଥିଲେ । ବିବାହ ପରେ … Continue reading ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ମା’ ନିର୍ମଳପ୍ରଭା ନାୟକଙ୍କ ପରଲୋକ