28.1 C
Bhubaneswar
Thursday, April 2, 2026
Homeଓଡିଶାନିଶିକାନ୍ତଙ୍କ ମନ୍ତବ୍ୟ ଅପରିଣାମଦର୍ଶୀ: ପୃଥ୍ୱୀରାଜ

ନିଶିକାନ୍ତଙ୍କ ମନ୍ତବ୍ୟ ଅପରିଣାମଦର୍ଶୀ: ପୃଥ୍ୱୀରାଜ

ଭୁବନେଶ୍ୱର: ବିଜୁ ବାବୁଙ୍କ ଉପରେ ସାଂସଦ ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ନକରାତ୍ମକ । ସରକାରଙ୍କ ସଜ୍ଞାନକୁ ଆସିଛି କହିଲେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏଭଳି ମନ୍ତବ୍ୟ ଅପରିଣାମ ଦର୍ଶୀ, କୌଣସି ମତେ ଗ୍ରହଣୀୟ ନୁହେଁ । ନିଶିକାନ୍ତଙ୍କ ମନ୍ତବ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ସମସ୍ତଙ୍କୁ ବ୍ୟଥିତ କରିଛି । ଆଉ କେହି ଏପରି ମନ୍ତବ୍ୟ ଓ ପ୍ରତି ମନ୍ତବ୍ୟ ନଦେବାକୁ ଅନୁରୋଧ କରାଯାଉଛି । ଏହାକୁ ନେଇ ରାଜନୀତି କଲେ ବିଜୁଙ୍କ ସମ୍ମାନ ପ୍ରତି ଆଘାତ ହେବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking