30.1 C
Bhubaneswar
Monday, May 20, 2024
Homeଓଡିଶାଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ

ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ

ଭୁବନେଶ୍ୱର : ରାଜ୍ୟରେ କ୍ୟାମ୍ପେନ୍ ପାଇଁ ଆଜି ଓଡ଼ିଶା ଆସିବେ ବିଜେପିର ଦୁଇ ହେଭିୱେଟ୍ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ଓ ଆସାମ୍ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଗଡ଼କରୀ ପୁରୀ ଗସ୍ତରେ ଯାଇ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି। ସେହିପରି ହିମନ୍ତ ବିଶ୍ୱଶର୍ମା ମାଲକାନଗିରି, ଚିତ୍ରକୋଣ୍ଡା ଓ ଖଲ୍ଲିକୋଟରେ ପ୍ରଚାର କରିବେ।ଏହାପରେ ଆସନ୍ତାକାଲି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୋଟ୍ ଗ୍ରହଣ ତାରିଖ ଯେତିକି ପାଖୋଉଛି ବିଜେପିର କେନ୍ଦ୍ର୍ରୀୟ ନେତାଙ୍କ ଘନ ଘନ ଗସ୍ତ ରାଜ୍ୟ ପ୍ରଚାର ତାତିକୁ ସରଗରମ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking