38.1 C
Bhubaneswar
Tuesday, April 23, 2024
Homeବ୍ରେକୀଙ୍ଗଶିକ୍ଷକଙ୍କ ଦରମା ୧୫ ପ୍ରତିଶତ ବୃଦ୍ଧି

ଶିକ୍ଷକଙ୍କ ଦରମା ୧୫ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ : ବିହାର ନିର୍ବାଚନ ପୂର୍ବରୁ ନୀତୀଶ କୁମାର ଗୋଟିଏ ପରେ ଗୋଟିଏ ବଡ଼ ନିଷ୍ପତ୍ତି ନେଉଛନ୍ତି । ସେହି ବଡ ନିଷ୍ପତିଟି ହେଲା ଶନିବାର ଶିକ୍ଷକଙ୍କ ଦରମା ବୃଦ୍ଧି କରିବାକୁ ନୀତୀଶ ସରକାର ନିଷ୍ପତ୍ତି ନେଇଛନ୍ତି । ଏହା ଅଧୀନରେ ବିହାର ଶିକ୍ଷା ବିଭାଗ ପଞ୍ଚାୟତ ରାଜ ଏବଂ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାର ଶିକ୍ଷାନୁଷ୍ଠାନରେ କାର୍ଯ୍ୟ କରୁଥିବା ଶିକ୍ଷକ ଏବଂ ଲାଇବ୍ରେରୀମାନଙ୍କ ଦରମା ୧୫ ପ୍ରତିଶତ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି । ତେବେ, ଏହି ବୃଦ୍ଧି ଏପ୍ରିଲ୍ ୨୦୨୧ ରୁ ଆରମ୍ଭ ହେବାକୁ ଥିବା ଅଧିବେଶନରେ ପ୍ରଯୁଜ୍ୟ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking