35.1 C
Bhubaneswar
Friday, June 6, 2025
Homeଓଡିଶାଶ୍ରୀଲିଙ୍ଗରାଜ ମନ୍ଦିରରେ ବିଭ୍ରାଟକୁ ନେଇ ନୀତିକାନ୍ତି ବନ୍ଦ

ଶ୍ରୀଲିଙ୍ଗରାଜ ମନ୍ଦିରରେ ବିଭ୍ରାଟକୁ ନେଇ ନୀତିକାନ୍ତି ବନ୍ଦ

ଭୁବନେଶ୍ୱର: ଶ୍ରୀଲିଙ୍ଗରାଜ ମନ୍ଦିରରେ ବିଭ୍ରାଟକୁ ନେଇ ନୀତିକାନ୍ତି ବନ୍ଦ ରହିଛି । ବିନା ମଙ୍ଗଳ ଆଳତୀରେ ସାହାଣ ମେଲା ଦର୍ଶନକୁ ନେଇ ବିବାଦ ଦେଖାଦେଇଛି । କେଦାରଗୌରୀ ମନ୍ଦିରରେ ସରିନି ଦିଅଁଙ୍କ ବିବାହ । ବଡୁ ସେବାୟତ ମନ୍ଦିର ଖୋଲି ଭକ୍ତଙ୍କୁ ସାହାଣ ମେଲା ଦର୍ଶନ କରାଇଛନ୍ତି । ଏନେଇ ବନ୍ଦ ରହିଛି ନୀତିକାନ୍ତି । ସେବାୟତ , ନିଯୋଗଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଗତକାଲି ମଧ୍ୟରାତ୍ରୀରେ ମହାପ୍ରଭୁ ଶ୍ରୀ ଲିଙ୍ଗରାଜ ଓ ମା ପାର୍ବତୀଙ୍କ ବିବାହ ଅନୁଷ୍ଠିତ ହୋଇଥିଲା। ବର ବେଶରେ ସଜେଇ ହୋଇ ବିରାଟ ଶୋଭାଯାତ୍ରାରେ ଲିଙ୍ଗରାଜ ମହାପ୍ରଭୁ ମା’ ପାର୍ବତୀଙ୍କ କେଦାର ଗୌରୀ ମନ୍ଦିରରେ ପହଞ୍ଚିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking