18.1 C
Bhubaneswar
Saturday, December 6, 2025
Homeଓଡିଶାଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ଏମସି

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ଏମସି

ଭୁବନେଶ୍ବର: ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲ କ୍ୟାମ୍ପସ-୨ରେ ଚଳିତ ଶିକ୍ଷାବର୍ଷରୁ ଏମବିବିଏସ୍ ପାଠ୍ୟକ୍ରମ ନିମନ୍ତେ ୫୦ଟି ସିଟ୍ ବୃଦ୍ଧି କରିବାକୁ ଜାତୀୟ ମେଡିକାଲ କମିଶନ (ଏନ୍ ଏମ୍ ସି) ଅନୁମୋଦନ କରିଛନ୍ତି। ଜାନୁଆରୀ ୨୦୨୩ରେ କଟକ – ଭୁବନେଶ୍ବର ମଧ୍ୟବର୍ତ୍ତୀ ଫୁଲନଖରା ଠାରେ ଉଦଘାଟିତ ହୋଇଥିବା ଆଇ ଏମ୍ ଏସ୍ ଆଣ୍ଡ ସମ ହସ୍ପିଟାଲ କ୍ୟାମ୍ପସ-୨ରେ ୨୦୨୪-୨୫ ଶିକ୍ଷା ବର୍ଷରେ ଛାତ୍ରଛାତ୍ରୀ ଙ୍କ ପାଇଁ ୧୫୦ଟି ସିଟ୍ ରହିଥିଲା। ବର୍ତ୍ତମାନ ୨୦୨୫-୨୬ ଶିକ୍ଷା ବର୍ଷରେ ଦ୍ୱିତୀୟ ବ୍ୟାଚ୍ ଛାତ୍ରଛାତ୍ରୀଙ୍କ ପାଇଁ ଏହାକୁ ୨୦୦ କୁ ବୃଦ୍ଧି କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking