28.1 C
Bhubaneswar
Sunday, March 29, 2026
Homeଓଡିଶାବାତ୍ୟା କିମ୍ବା ଅବପାତ ସୃଷ୍ଟି ହେଉ ନାହିଁ: ଆଇଏମଡି ଡିଜି

ବାତ୍ୟା କିମ୍ବା ଅବପାତ ସୃଷ୍ଟି ହେଉ ନାହିଁ: ଆଇଏମଡି ଡିଜି

ଭୁବନେଶ୍ୱର: ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ଆଇଏମ୍‌ଡି ଡିଜିଙ୍କ ସୂଚନା। ସୂଚନା ଦେଇ କହିଛନ୍ତି ଯେ ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ଆଜିର ସ୍ଥିତିରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ନାହିଁ। ଲଘୁଚାପ ଯୋଗୁଁ ୨ ଦିନ ଧରି ବର୍ଷା ହେଉଥିଲା, ତାହା କମିବାକୁ ଲାଗିବ। ଲଘୁଚାପ ଏବେ ଉତ୍ତର ତେଲେଙ୍ଗାନା ଓ ବିଦର୍ଭରେ କେନ୍ଦ୍ରୀଭୂତ। ତେଣୁ ବର୍ଷାର ପରିମାଣ ଧୀରେ ଧୀରେ କମିବ। ପାର୍ବଣରେ ବର୍ଷା ହେବ କି ନାହିଁ ଏବେଠୁ କହି ହେବ ନାହିଁ। କିନ୍ତୁ କୌଣସି ବାତ୍ୟା କିମ୍ବା ଅବପାତ ସୃଷ୍ଟି ହେଉ ନାହିଁ। ଓଡ଼ିଶାରୁ ବର୍ତ୍ତମାନ ମୌସୁମୀ ଅପସାରଣ ହେବ ନାହିଁ। ସୃଷ୍ଟି ସମ୍ଭାବନା ଥିବା ଘୂର୍ଣ୍ଣିବଳୟ ନିକଟତର ହେଲେ ସ୍ଥିତି ବାବଦରେ ସ୍ପଷ୍ଟ ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking