20.1 C
Bhubaneswar
Sunday, December 7, 2025
Homeଓଡିଶାମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଆଲୋଚନା ହୋଇନି: ମନମୋହନ

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଆଲୋଚନା ହୋଇନି: ମନମୋହନ

ଭୁବନେଶ୍ୱର: ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ମନମୋହନ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି , ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଆଲୋଚନା ହୋଇନି । ଦଳର ବିଭିନ୍ନ ସାଂଗଠନିକ ବିଷୟରେ କଥାବାର୍ତ୍ତା ହୋଇଛି । ଖୁବଶୀଘ୍ର ଦଳର ନୂଆ ସାଂଗଠନିକ କମିଟି ହେବ । କମିଟିରେ ନୂଆ ଓ ପୁରୁଣା ସଦସ୍ୟ ସ୍ଥାନ ପାଇବେ । ଆଜି ବି ବୈଠକ ଅଛି, ସାଂଗଠନିକ ବିଷୟରେ ଆଲୋଚନା ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking