31.1 C
Bhubaneswar
Tuesday, May 28, 2024
Homeଓଡିଶାପ୍ରଧାନମନ୍ତ୍ରୀଙ୍କ ସଭାରେ ଡ୍ରୋନ୍ ମନା

ପ୍ରଧାନମନ୍ତ୍ରୀଙ୍କ ସଭାରେ ଡ୍ରୋନ୍ ମନା

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷା ଦୃଷ୍ଟିରୁ ଡ୍ରୋନ୍ ଉଡାଣକୁ ବାରଣ କରାଯାଇଛି । ନୋ ଫ୍ଲାଇଂ ଜୋନ୍ ସହ ଡ୍ରୋନ୍ ଉଡାଣ ବାରଣ ପାଇଁ ନିର୍ଦେଶ ଦିଆଯାଇଛି । ତେବେ ଆସନ୍ତା ୧୦ ଓ ୧୧ ତାରିଖରେ ଦୁଇ ଦିନିଆ ଓଡିଶା ଗ୍ରସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୁବନେଶ୍ୱରରେ ରୋଡ୍ ସୋ’ ସହ କନ୍ଧମାଳ, ବରଗଡ ଓ ବଲାଙ୍ଗିରରେ ସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ତେବେ ସଭାସ୍ଥଳକୁ ନୋ ଫ୍ଲାଇଂ ଜୋନ୍ ଘୋଷଣା ପାଇଁ ଗୁଇନ୍ଦା ନିର୍ଦେଶକଙ୍କ ନିର୍ଦେଶ ।

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ ଷଡଙ୍ଗୀ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking