ନୂଆଦିଲ୍ଲୀ: କାଶ୍ମୀର ନେଇ ଆଭିମୁଖ୍ୟ ସ୍ପଷ୍ଟକଲେ ପ୍ରଧାନମନ୍ତ୍ରୀ ମୋଦି । ଆମେରିକା ଉପରାଷ୍ଟ୍ରପତି ଭାନ୍ସଙ୍କୁ ରୋକଠୋକ ଶୁଣାଇଛନ୍ତି । ପିଏକେ ଭାରତକୁ ଫେରିବା ନେଇ କଥା ହୋଇପାରିବୁ । ଯଦି ଆତଙ୍କବାଦୀଙ୍କୁ ଆମ ହାତକୁ ଦେବେ ତେବେ କଥା ହେବୁ । ଏହା ବ୍ୟତୀତ ଅନ୍ୟ କୌଣସି ପ୍ରସଙ୍ଗରେ ଆଲୋଚନା କରିବୁନି । ଆମେ କାହାର ମଧ୍ୟସ୍ଥତା ଚାହୁଁନୁ ସ୍ପଷ୍ଟକଲେ ମୋଦି । ଆମେ କାହାର ମଧ୍ୟସ୍ଥତା ମଧ୍ୟ ଆବଶ୍ୟକ କରୁନୁ ।