୨୮ ଯାଏଁ ବର୍ଷାରୁ ନାହିଁ ନିସ୍ତାର

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଲଘୁଚାପ ବର୍ଷା । ଆସନ୍ତା ତିନି ଦିନ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଉ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ । ମୌସୁମୀ ସକ୍ରିୟ ରହିଥିବା ବେଳେ ଏବେ ଝାଡ଼ଖଣ୍ଡ ଆଖପାଖ ଅଞ୍ଚଳରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ୨୮ ତାରିଖ ଯାଏ ଜାରି ରହିବ ବର୍ଷା … Continue reading ୨୮ ଯାଏଁ ବର୍ଷାରୁ ନାହିଁ ନିସ୍ତାର