27.1 C
Bhubaneswar
Thursday, December 26, 2024
Homeଦେଶ ବିଦେଶ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ମନା

୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ମନା

ବ୍ୟୁରୋ : ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆକୁ ନିଷିଦ୍ଧ କରିବାକୁ ପଦକ୍ଷେପ ନେଇଛନ୍ତି  ଅଷ୍ଟ୍ରେଲିଆ ପ୍ରଶାସନ । ଫେସବୁକ, ଟିକଟିକ୍ ଏବଂ ଇନଷ୍ଟାଗ୍ରାମ ଭଳି ପ୍ଲାଟଫର୍ମ ବ୍ୟବହାର କରିପାରିବେନି ୧୬ ବର୍ଷରୁ କମ୍ ବୟସର ପିଲା । ଆଉ ଯଦି ବ୍ୟବହାର କରନ୍ତି ତେବେ ଜରିମାନା ଦେବାକୁ ପଡିବ ବୋଲି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନାନ୍ କହିଛନ୍ତି । ଧାନମନ୍ତ୍ରୀ ଆନ୍ଥୋନି ଆଲବାନାନ୍ ଗୁରୁବାର କହିଛନ୍ତି ଯେ ୧୬ ବର୍ଷରୁ କମ୍ ପିଲାଙ୍କୁ ସୋସିଆଲ ମିଡିଆରୁ ନିଷିଦ୍ଧ କରିବା ପାଇଁ ଅଷ୍ଟ୍ରେଲିଆ ନୂଆ ଆଇନ ପ୍ରଣୟନ କରିବ । ଫେସବୁକ୍, ଟିକ୍ଟକ୍ ଏବଂ ଇନଷ୍ଟାଗ୍ରାମ ଭଳି ପ୍ଲାଟଫର୍ମ ବୟସ ନିଷେଧାଦେଶ ଲାଗୁ କରିବାକୁ ସେମାନଙ୍କୁ ପଡିବ ଏବଂ ଏଥିରେ ବିଫଳ ହେଲେ ମୋଟା ଅଙ୍କର ଜରିମାନା ଆଦାୟ କରାଯିବ ବୋଲି ଆଲବାନିସ୍ କହିଛନ୍ତି ।
https://www.youtube.com/watch?v=2YEIc_I23Zg

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking