31.1 C
Bhubaneswar
Friday, March 29, 2024
Homeଦେଶ ବିଦେଶପଦାର୍ଥ ବିଜ୍ଞାନ ପାଇଁ ନୋବେଲ

ପଦାର୍ଥ ବିଜ୍ଞାନ ପାଇଁ ନୋବେଲ

ନୂଆଦିଲ୍ଲୀ: ୨୦୨୦ ପାଇଁ ଫିଜିକ୍ସ ବିଭାଗରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ବିଶ୍ୱର ସର୍ବୋଚ୍ଚ ପୁରସ୍କାର ପାଇଁ ଯୁଗ୍ମ ଭାବେ ୩ ଜଣଙ୍କ ନାଁ ଘୋଷଣା ହୋଇଛି । ସେମାନେ ହେଲେ ରୋଜର ପେନରୋଜ, ରେନହାଡ୍ ଗେନଜେଲ ଓ ଆଣ୍ଡରେଆ ଗେଜ୍ । ଏହି ନାଁ ଆଜି ଘୋଷଣା କରିଛନ୍ତି ନୋବେଲ କମିଟି ସେକ୍ରେଟାରୀ ଜେନେରାଲ । ସୂଚନାଯୋଗ୍ୟ ପୂର୍ବରୁ ମେଡ଼ିସିନ ପାଇଁ ନାଁ ଘୋଷଣା ହୋଇସାରିଛି । ମେଡିସିନ୍ ପାଇଁ ୩ ଜଣଙ୍କୁ ମିଳିବ ନୋବେଲ ପୁରସ୍କାର । ଏହି ୩ ଜଣଙ୍କୁ ମିଳିତ ଭାବେ ନୋବେଲ ପୁରସ୍କାର ମିଳିବ । ତେବେ ସେହି ୩ ଜଣ ହେଉଛନ୍ତି –ହାର୍ଭେ ଜେ ଅଲଟର, ମାଇକେଲ ହଟନ, ଚାର୍ଲସ ଏମ ରାଇସ୍ । ହେପାଟାଇଟିସ୍-ସି ଭୂତାଣୁର ଆବିଷ୍କାର ପାଇଁ ଏହି ୩ ଜଣଙ୍କୁ ନୋବେଲ ପୁରସ୍କାର ମିଳିବାକୁ ଯାଉଛି ।
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାଁ ୨୦୨୧ର ନୋବେଲ୍ ଶାନ୍ତି ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଇସ୍ରାଏଲ୍ ଓ ୟୁଏଇ ମଧ୍ୟରେ ଐତିହାସିକ ଶାନ୍ତି ବୁଝାମଣା କରାଇବାରେ ମୁଖ୍ୟ ସୂତ୍ରଧର ଲାଗି ଟ୍ରମ୍ପଙ୍କୁ ମନୋନୀତ କରାଯାଇଛି। ନରୱେର ସଂସଦ ଖ୍ରୀଷ୍ଟିଆନ୍ ଟାଇବ୍ରିଙ୍ଗ୍-ଗଜେଡ୍, ଟ୍ରମ୍ପଙ୍କ ନାଁ ଏହି ପୁରସ୍କାର ପାଇଁ ମନୋନୀତ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking