29.1 C
Bhubaneswar
Sunday, May 19, 2024
Homeଓଡିଶାରାଜ୍ୟସଭା ପାଇଁ ଆଜି ନାମାଙ୍କନ ଦାଖଲ

ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଦାଖଲ

ଭୁବନେଶ୍ୱର: ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଦାଖଲ ହେବ । ବିଜେଡିର ୪ ପ୍ରାର୍ଥୀ ସୁଲତା ଦେଓ, ମାନସ ମଙ୍ଗରାଜ, ସସ୍ମିତ ପାତ୍ର, ଓ ନିରଞ୍ଜନ ବିଶି ବିଧିବଦ୍ଧ ଭାବେ ନାମାଙ୍କନ ଦାଖଲ କରିବେ । ପୂର୍ବାହ୍ନ ୧୧ଟାରେ ସଚିବାଳୟ ପରିସରରେ ନାମାଙ୍କନ ଭରିବା ନେଇ ସୂଚନା ଦିଆଯାଇଛି । ବରିଷ୍ଠ ବିଧାୟକଙ୍କ ଉପସ୍ଥିତିରେ ବିଜେଡିର ୪ଜଣ ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ କରିବା ​‌ନେଇ ଜଣାପଡ଼ିଛି ।

ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଘୋଷଣା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking