37.1 C
Bhubaneswar
Saturday, May 18, 2024
Homeଓଡିଶାକ୍ଷମତା ନୁହେଁ,ଦାୟିତ୍ୱ ଦିଆଯାଇଛି: ପ୍ରସନ୍ନ ଆଚାର୍ଯ୍ୟ

କ୍ଷମତା ନୁହେଁ,ଦାୟିତ୍ୱ ଦିଆଯାଇଛି: ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ୱର: ୫-ଟି ସଚିବଙ୍କ ପ୍ରସଙ୍ଗରେ ବିରୋଧୀଙ୍କ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ । ପ୍ରସନ୍ନ କହିଛନ୍ତି, କିଛି ଲୋକ କହୁଛନ୍ତି ପାୱାର ଡେଲିଗେଟ୍ ହେଉଛି । କିନ୍ତୁ ମୁଖ୍ୟମନ୍ତ୍ରୀ କାହାକୁ କ୍ଷମତା ହସ୍ତାନ୍ତର କରିନାହାନ୍ତି । ମୁଖ୍ୟମନ୍ତ୍ରୀ ବିଜେଡିର ସଭାପତି ହିସାବରେ ଦଳର କର୍ମୀଙ୍କୁ ଦାୟିତ୍ୱ ଦେଉଛନ୍ତି । ସେହିପରି ଶାସନର ମୁଖ୍ୟ ଭାବେ ସରକାରୀ କର୍ମକର୍ତାଙ୍କୁ ବିଭିନ୍ନ ଦାୟିତ୍ୱ ଦେଇଛନ୍ତି ।

ସରକାରୀ ଅଧିକାରୀଙ୍କୁ ଦାୟିତ୍ୱ ଦେବା ସମ୍ପୂର୍ଣ୍ଣ ସାମ୍ବିଧାନିକ । ସେ କାହାକୁ କ୍ଷମତା ହସ୍ତାନ୍ତର କରି ନାହାନ୍ତି ।
ସେହିଭଳି ପ୍ରସନ୍ନ କହିଛନ୍ତି ଯାହା ନିକଟରେ କୌଣସି ପ୍ରସଙ୍ଗ ନଥାଏ, ସେମାନେ ଏମିିତି କୁହନ୍ତି । ଡିଓପିଟି ଚିିଠି ଆସିବା ନୂଆ କଥା ନୁହେଁ । ଏଭଳି ଚିରାଚରିତ ଚିଠି ଆଗରୁ ଆସିଛି । ସରକାର ଲୋକଙ୍କ ନିକଟରେ ପହଁଚୁଛି ସେଥିଲେ ଲୋକ ଖୁସି । ଆଗାମୀ ନିର୍ବାଚନରେ ବିକାଶର ପ୍ରଭାବ ପଡିବ ।

ବାହୁଡ଼ା ଯାତ୍ରାରେ ଦୁଇ ଗୋଷ୍ଠୀ ମୁହାଁମୁହିଁ: ୫ ଯୁବକଙ୍କୁ ଆକ୍ରମଣ ପରେ ଉତ୍ତେଜନା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking