15.1 C
Bhubaneswar
Friday, January 16, 2026
Homeଦେଶ ବିଦେଶହସ୍ପିଟାଲରେ ଭର୍ତ୍ତି ହେଲେ ବିଶିଷ୍ଟ ଶିଳ୍ପପତି ରତନ ଟାଟା

ହସ୍ପିଟାଲରେ ଭର୍ତ୍ତି ହେଲେ ବିଶିଷ୍ଟ ଶିଳ୍ପପତି ରତନ ଟାଟା

ମୁମ୍ବାଇ: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଚେୟାରମ୍ୟାନ୍ ରତନ ନାଭାଲ ଟାଟାଙ୍କୁ ସୋମବାର ସକାଳେ ବ୍ରେକ୍ କ୍ୟାଣ୍ଡି ହସ୍ପିଟାଲର ଇଣ୍ଟେନ୍ସିଭ୍ କେୟାର ୟୁନିଟ୍ (ଆଇସିୟୁ) ରେ ଭର୍ତ୍ତି କରାଯାଇଛି। ଖବର ଅନୁଯାୟୀ, ରତନ ଟାଟାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଗତକାଲି ରାତି ପ୍ରାୟ ୧୨.୩୦ ରୁ ୧.୦୦ ମଧ୍ୟରେ ବ୍ରେକ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ରତନ ଟାଟାଙ୍କ ରକ୍ତଚାପ ହ୍ରାସ ପାଇବା ହେତୁ ତାଙ୍କୁ ଜରୁରୀକାଳୀନ ୱାର୍ଡରେ ଭର୍ତ୍ତି କରାଯାଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking