30 C
Bhubaneswar
Saturday, May 17, 2025
Homeଓଡିଶାଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ରାମକୃଷ୍ଣ ଦାସମହାପାତ୍ରଙ୍କୁ ନୋଟିସ

ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ରାମକୃଷ୍ଣ ଦାସମହାପାତ୍ରଙ୍କୁ ନୋଟିସ

ଭୁବନେଶ୍ୱର: ଦଇତାପତି ସେବକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ଆଉଏକ ନୋଟିସ ଜାରି କରିଛନ୍ତି । ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ନୋଟିସ କରାଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ପକ୍ଷରୁ କୈଫିୟତ ତଲବ ନୋଟିସ ଜାରି କରାଯାଇଛି । ୨ ଦିନ ମଧ୍ୟରେ ଉତ୍ତର ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।  ସନ୍ତୋଷଜନକ ଉତ୍ତର ନହେଲେ କାଯ୍ୟାନୁଷ୍ଠାନ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking