ଏଣିକି କାର୍ଡ ଦ୍ୱାରା ଟିକଟ୍‌‌ ନେଇ ପାରିବେ ମୋ ବସ୍‌‌ ଯାତ୍ରୀ

ଭୁବନେଶ୍ୱର: ଟିକଟ ବ୍ୟବସ୍ଥାରେ ଆଉ ପାଦେ ଆଗକୁ ଗଲା କ୍ୟାପିଟାଲ୍‌‌ ରିଜିଅନ୍‌‌ ଅର୍ବାନ୍‌‌ ଟ୍ରାନ୍ସପୋର୍ଟ(କ୍ରୁଟ୍‌‌)। ବସ୍‌‌ ଯାତ୍ରୀ ପାଇଁ ଏଣିକି ଆଉ ସାଙ୍ଗରେ ଟଙ୍କା ନେଇ ଯିବାର ଆବଶ୍ୟକତା ନାହିଁ। ମୋ ବସ୍‌‌ ଯାତ୍ରୀ କାର୍ଡ ଦ୍ୱାରା ଟିକଟ୍‌‌ ନେଇ ପାରିବେ। ଆପ୍‌‌ ମାଧ୍ୟମରେ ମଧ୍ୟ ଟିକଟ ପାଇପାରିବେ। ଶୁକ୍ରବାର ଏକ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ କ୍ରୁଟ୍‌‌ ଅଧ୍ୟକ୍ଷା ଏଭଳି ବ୍ୟବସ୍ଥାକୁ ଉନ୍ମୋଚନ କରିଛନ୍ତି। ମୋ ବସ୍‌‌ ସେବାରେ ଉନ୍ନତ ପ୍ରଯୁକ୍ତି ବିଦ୍ୟା ଓ ଯାତ୍ରୀମାନଙ୍କ ପାଇଁ ସହଜ, … Continue reading ଏଣିକି କାର୍ଡ ଦ୍ୱାରା ଟିକଟ୍‌‌ ନେଇ ପାରିବେ ମୋ ବସ୍‌‌ ଯାତ୍ରୀ