ନୂଆପଡା ଉପନିର୍ବାଚନ: ୯ଟା ସୁଦ୍ଧା ୧୪.୯୯% ଭୋଟିଂ

ନୂଆପଡା: ଆଜି ନୂଆପଡା ଉପନିର୍ବାଚନ । ସୁରୁଖୁରୁରେ ଚାଲିଛି ଭୋଟିଂ । ସକାଳ ୯ଟା ସୁଦ୍ଧା ନୂଆପଡାରେ ୧୪.୯୯% ଭୋଟିଂ ହୋଇଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି, ନୂଆପଡା ନିର୍ବାଚନ ମଣ୍ଡଳୀରେ ମୋଟ ୨ ଲକ୍ଷ ୫୩ ହଜାର ୬୨୪ ଜଣ ମତଦାତା ନେତା ବାଛିବେ । ସେମାନଙ୍କ ମଧ୍ୟରେ ୧ ଲକ୍ଷ ୨୪ ହଜାର ୧୦୮ ଜଣ ପୁରୁଷ , ୧ ଲକ୍ଷ ୨୯ ହଜାର ୪୯୫ ମହିଳା, ୧୭୮୬ ଜଣ ବରିଷ୍ଠ … Continue reading ନୂଆପଡା ଉପନିର୍ବାଚନ: ୯ଟା ସୁଦ୍ଧା ୧୪.୯୯% ଭୋଟିଂ