ନୂଆପଡା ଉପନିର୍ବାଚନ: ଷଷ୍ଠ ରାଉଣ୍ଡ ସୁଦ୍ଧା ୨୧ ହଜାର ୯୯୫ ଭୋଟରେ ଆଗୁଆ ବିଜେପି

ନୂଆପଡାରେ ବଡ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗୁଆ । ଷଷ୍ଠ ରାଉଣ୍ଡ ସୁଦ୍ଧା ୨୧ ହଜାର ୯୯୫ ଭୋଟରେ  ଆଗୁଆ । ଷଷ୍ଠ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ  ୩୦୬୪୧ ଭୋଟ ମିଳିଛି । ଦ୍ୱିତୀୟ ସ୍ଥାନରେ ସ୍ନେହାଙ୍ଗିନୀଙ୍କୁ ୮୬୪୮ ଭୋଟ ମିଳିଛି । ତୃତୀୟ ସ୍ଥାନରେ ଘାସିରାମଙ୍କୁ ୭୮୯୧ ଭୋଟ ମିଳିଛି । ନୂଆପଡା ଉପନିର୍ବାଚନ ପାଇଁ ହୋଇଥିବା ମତଦାନର ଗଣତି ଜାରି ରହିଛି ।ଷ୍ଟ୍ରଙ୍ଗ ରୁମରେ ସିଲ ହୋଇଥିବା ଇଭିଏମ ଖୋଲାଯାଇଛି … Continue reading ନୂଆପଡା ଉପନିର୍ବାଚନ: ଷଷ୍ଠ ରାଉଣ୍ଡ ସୁଦ୍ଧା ୨୧ ହଜାର ୯୯୫ ଭୋଟରେ ଆଗୁଆ ବିଜେପି