20.1 C
Bhubaneswar
Sunday, December 7, 2025
Homeଓଡିଶାନୂଆପଡା ଉପନିର୍ବାଚନ: ୧୫ ରାଉଣ୍ଡ ସୁଦ୍ଧା ୫୦ ହଜାର ୬୫୬ ଭୋଟରେ ଆଗୁଆ ବିଜେପି

ନୂଆପଡା ଉପନିର୍ବାଚନ: ୧୫ ରାଉଣ୍ଡ ସୁଦ୍ଧା ୫୦ ହଜାର ୬୫୬ ଭୋଟରେ ଆଗୁଆ ବିଜେପି

ନୂଆପଡା: ନୂଆପଡାରେ ବଡ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ୧୫ ରାଉଣ୍ଡ ସୁଦ୍ଧା ୫୦ ହଜାର ୬୫୬ ଭୋଟରେ ଆଗୁଆ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ୧୫ ରାଉଣ୍ଡ ସୁଦ୍ଧା ଦୟ ଢୋଲକିଆଙ୍କୁ ୭୩,୭୪୫ ଭୋଟ ମିଳିଛି । ଦ୍ୱିତୀୟ ସ୍ଥାନରେ ସ୍ନେହାଙ୍ଗିନୀଙ୍କୁ ୨୩, ୦୮୯ ଭୋଟ ମିଳିଛି । ତୃତୀୟ ସ୍ଥାନରେ ଘାସିରାମଙ୍କୁ ୨୨, ୬୧୮ ଭୋଟ ମିଳିଛି । ।   ନୂଆପଡା ଉପନିର୍ବାଚନ ପାଇଁ ହୋଇଥିବା ମତଦାନର ଗଣତି ଜାରି ରହିଛି ।ଷ୍ଟ୍ରଙ୍ଗ ରୁମରେ ସିଲ ହୋଇଥିବା ଇଭିଏମ ଖୋଲାଯାଇଛି । ଏକାସାଙ୍ଗେ  ପୋଷ୍ଟାଲ ବାଲାଟ ଓ ଇଭିଏମ ଗଣତି ଚାଲିଛି ।  ପ୍ରଥମ ରାଉଣ୍ଡର ଗଣତି ସରିଛି ।  ଶୁକ୍ରବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି ।  ଏବଂ  ଭୋଟ ଗଣତି ଶେଷ ହେଲା ପରେ ଫଳାଫଳ ପ୍ରକାଶ ପାଇବ ।  ଏନେଇ ପ୍ରଶାସନ ପକ୍ଷରୁ  ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି  । ୩୫୮ଟି ବୁଥରେ ମତ ଗଣତି ହେବ । ଏଥିପାଇଁ ୧୪ଟି ଟେବୁଲ କରାଯାଇଛି । ୨୬ ରାଉଣ୍ଡରେ ଭୋଟ ଗଣତି ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking